କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୪୦ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧୦ଟି ଡଙ୍ଗା ଜବତ କରାଯାଇଛି। ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ମାରୁଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି।
ବନବିଭାଗର ବାରମ୍ବାର ବାରଣ ସତ୍ତ୍ୱେ ମତ୍ସ୍ୟଜୀବୀମାନେ ନିଷିଦ୍ଧାଞ୍ଚଳରେ ମାଛ ମାରୁଛନ୍ତି। ବିରଳ ଅଲିଭ୍ ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାରେ ମାଛ ନ ମାରିବାକୁ କଡ଼ା କଟକଣା ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।