ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଚଢ଼ାଉ; ୪୦ ଗିରଫ, ୧୦ ଡଙ୍ଗା ଜବତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୪୦ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧୦ଟି ଡଙ୍ଗା ଜବତ କରାଯାଇଛି। ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ମାରୁଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି। ବନବିଭାଗର ବାରମ୍ବାର ବାରଣ ସତ୍ତ୍ୱେ ମତ୍ସ୍ୟଜୀବୀମାନେ ନିଷିଦ୍ଧାଞ୍ଚଳରେ ମାଛ ମାରୁଛନ୍ତି। ବିରଳ ଅଲିଭ୍ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାରେ ମାଛ ନ ମାରିବାକୁ କଡ଼ା କଟକଣା ଜାରି କରାଯାଇଛି।

gahiramatha

Rakesh Mallick
  • Published: Tuesday, 31 January 2017
  • , Updated: 31 January 2017, 09:56 AM IST

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୪୦ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧୦ଟି ଡଙ୍ଗା ଜବତ କରାଯାଇଛି। ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ମାରୁଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି।

ବନବିଭାଗର ବାରମ୍ବାର ବାରଣ ସତ୍ତ୍ୱେ ମତ୍ସ୍ୟଜୀବୀମାନେ ନିଷିଦ୍ଧାଞ୍ଚଳରେ ମାଛ ମାରୁଛନ୍ତି। ବିରଳ ଅଲିଭ୍ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାରେ ମାଛ ନ ମାରିବାକୁ କଡ଼ା କଟକଣା ଜାରି କରାଯାଇଛି।

Related story