ଲୁଟ୍ ଉଦ୍ଦେଶ୍ୟରେ ଘରେ ପଶିଥିଲେ। ଧରା ପଡ଼ିଯିବା ଭୟରେ ୭୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରିଥିଲେ। ପାଖାପାଖି ମାସେ ପରେ ହତ୍ୟା ଅଭିଯୋଗରେ ଛାତ୍ର ବିଜେଡି ନେତାଙ୍କ ସମେତ ୩ ଜଣଙ୍କୁ ବାନ୍ଧିଲା ଗଜପତି ଜିଲ୍ଲା ପୁଲିସ୍। ଏଥିସହ ଲୁଟ୍ ହୋଇଥିବା ଅଳଙ୍କାର ଜବତ କରିଛି ପୁଲିସ୍। ପାରଳାଖେମୁଣ୍ଡି କରଣ ସାହିର ଅମିତ ପଟ୍ଟନାୟକ ହେଉଛନ୍ତି ଗଜପତି ଜିଲ୍ଲା ଛାତ୍ର ବିଜେଡି ଉପ-ସଭାପତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।