Advertisment

ରାଜଧାନୀରେ ଆତଙ୍କରାଜ ! ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ

ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ।

Advertisment

ନବ ବର୍ଷ ପୂର୍ବରୁ ଅଶାନ୍ତ ହୋଇ ଉଠିଛି ରାଜଧାନୀ ଭୁବନେଶ୍ୱର। ପୁଲିସ୍‌ର କଡ଼ା ସୁରକ୍ଷା ସତ୍ତ୍ୱେ ରକ୍ତରଞ୍ଜିତ ହୋଇଛି ରାଜଧାନୀର ଜନଗହଳୀପୂର୍ଣ୍ଣ ଏୟାରପୋର୍ଟ ଅଞ୍ଚଳ। ଏଠାରେ ୨୦ରୁ ୩୦ ଜଣ ଦୁର୍ବୃତ୍ତ ବିଚ୍‌ ରାସ୍ତାରେ ୨ ଜଣ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ ଆଉ ଜଣେ କେବଳ ଆହତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଏୟାରପୋର୍ଟ ଟ୍ରାଫିକ ଛକରେ ଏପରି ଘଟଣା ଘଟିଛି। ତେବେ ଆଜି 2 ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ। 

Advertisment
Crime Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe