ରାଜଧାନୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ। ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳର ଏକ କଲେଜ ନିକଟରେ ଥିବା ପାନ ଦୋକାନରେ ଚାଲିଥିଲା ଗଞ୍ଜେଇ ବେପାର। ଖବର ପାଇ ଅବକାରୀ ବିଭାଗର ଚଢାଉ କରିଥିଲା। ଚଢାଉ ବେଳେ ୮ କେଜି ଗଞ୍ଜେଇ ଓ ଗଞ୍ଜେଇ ସିଗାରେଟ ଜବତ ହୋଇଥିଲା। ଏହା ସହିତ ନଗଦ ୩୬ ହଜାର ଟଙ୍କା ଜବତ କରିଥିଲା ଅବକାରୀ ବିଭାଗ।
Also Read
ଏହି ଘଟଣାରେ ପାନ ଦୋକାନୀ ସୁକାନ୍ତ ଦାସଙ୍କୁ ଗିରଫ କରାଯାଇଛି। ପାନ ଦୋକାନ ଆଳରେ ସୁକାନ୍ତ ଚଲାଇଥିଲେ ଗଞ୍ଜେଇ ବେପାର। ତାଙ୍କ ଟାର୍ଗେଟରେ ଥିଲେ କଲେଜ ଛାତ୍ର।
ଆଜି କୌଣସି ସୁତ୍ରରୁ ଖବର ପାଇ ସୁକାନ୍ତଙ୍କ ପାନ ଦୋକାନ ଉପରେ ଚଢ଼ାଉ କରିଥିଲା ଅବକାରୀ ବିଭାଗ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।