ଘରେ ପଶି ମାଆ ଓ ଦୁଇ ପୁଅକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ: ମାଆ ମୃତ, ପୁଅ ଗୁରୁତର

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ଅଞ୍ଚଳରେ ଗତକାଲି ରାତିରେ ଘରେ ପଶି ଦୁର୍ବୃତ୍ତମାନେ ମାଆ ଓ  ଦୁଇ ନାବାଳକ ପୁଅକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଫଳରେ ମାଆର ମୃତ୍ୟୁ ଘଟିଥିବା ବେଳେ ଦୁଇ ପୁଅ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।  ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

anandapur

Rakesh Mallick
  • Published: Wednesday, 08 February 2017
  • , Updated: 08 February 2017, 11:28 PM IST

Related story