ଭୁବନେଶ୍ୱର IIT କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ଛାତ୍ରୀ ଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।
ଗତକାଲି ରାତି ପ୍ରାୟ ୧୧ଟା ସମୟରେ IIT କ୍ୟାମ୍ପସ ଭିତରେ ଥିବା ହଷ୍ଟେଲ ନିକଟରେ ଜୋରରେ ଶବ୍ଦ ହୋଇଥିଲା। ସିକ୍ୟୁରିଟି ଗାର୍ଡ ସହ ଅନ୍ୟ ଅଧିକାରୀ ଦେଖିଲା ବେଳକୁ ଛାତ୍ରୀ ଜଣଙ୍କ ତଳେ ପଡ଼ିଥିଲେ। ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରି କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ଛାତ୍ରୀ ଜଣଙ୍କ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।
Also Read
ତେବେ ଛାତ୍ରୀ ଜଣଙ୍କ କାହିଁକି ଆତ୍ମହତ୍ୟା କଲେ, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ। ଘଟଣା ବିଷୟରେ ପୁଲିସ ପରିବାର ଲୋକଙ୍କୁ ଖବର ଦେଇଛି। ଛାତ୍ରୀଙ୍କ ପରିବାର ଲୋକେ ଦିଲ୍ଲୀରୁ ଆସୁଥିବା ଜଣାଯାଇଛି। ଅନ୍ୟ ପକ୍ଷରେ ପୁଲିସ ପଚରାଉଚରା ଜାରି ରଖିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।