ଢେଙ୍କାନାଳ: ଢ଼େଙ୍କାନାଳ ସ୍ଥିତ ଗ୍ରାମ୍ୟବ୍ୟାଙ୍କ ଶାଖାରୁ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପ୍ରାୟ ଏକ କୋଟି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଗେଟ୍ର ତାଲା ଭାଙ୍ଗି ଲୁଟ୍ କରିଥିବା ଜଣାପଡ଼ିଛି। ଆଜି ସକାଳେ ବ୍ୟାଙ୍କ ଖୋଲିବା ପରେ ଘଟଣା ସାମ୍ନାକୁ ଆସିଥିଲା।
ଲୁଟ୍ ହୋଇଥିବା ସମସ୍ତ ଟଙ୍କା ଅଚଳ ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍ ବୋଲି ଢେଙ୍କାନାଳ ଏସପି କହିଛନ୍ତି। ସେ କହିଛନ୍ତି,“ବିମୁଦ୍ରାକରଣ ପରେ ଲୋକେ ଏସବୁ ଟଙ୍କା ବ୍ୟାଙ୍କରେ ଡିପୋଜିଟ୍ କରିଥିଲେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।