Advertisment

ଲାଞ୍ଚ ନେଉଥିଲେ ଜିଆରଏସ୍, ଧରିଲା ଭିଜିଲାନ୍ସ

୪୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରାପଡ଼ିଲେ।

Jadumani Majhi

Jadumani Majhi

Advertisment

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ଜିଆରଏସ୍‌ ଯଦୁମଣି ମାଝୀ।

Advertisment

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରର ଫାଇନାଲ ବିଲ୍‌ ସହ ବୋନସ ଅର୍ଥ ଦେବା ପାଇଁ ସେ ପୋଡ଼ାପୋଡ଼ା ଗାଁର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲ୍ଲାନ୍ସ ଅଧିକାରୀଙ୍କ ହାତରେ ଧରାପଡ଼ିଥିଲେ।

ଭିଜିଲାନ୍ସ ପକ୍ଷରୁ ଏହି ମାମଲାର ତଦନ୍ତ ଜାରି ରହିଛି।

ଅନୁଗୋଳରୁ ବିରାଜା ପ୍ରସାଦ ଦାଶଙ୍କ ରିପୋର୍ଟ

Vigilance Raid Bribe Odisha Vigilance Vigilance Net
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe