ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ସିତାପୁର ଗାଁ ରାସ୍ତାରୁ ଦଗନ୍ନାଥପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପି.ମହୋନ ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ଘଟଣାକୁ ନେଇ ମହୋନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ଗତକାଲି ସକାଳେ ଜମିକୁ କାମ କରିବାକୁ ଯାଇ ମହୋନ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ସିତାପୁର ରାସ୍ତାରେ ମହୋନଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ମହୋନଙ୍କୁ କେହି ମାରି ଫିଙ୍ଗି ଦେଇଥିବା ତାଙ୍କ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।