Advertisment

ଆମ୍ବଗଛରୁ ଯୁବକ,ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉଭୟ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଅଦ୍ୟତନ ହୋଇଛି
DeadBody

DeadBody

Advertisment

ଗାଁ ମୁଣ୍ଡ ଆମ୍ବ ଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଶିକାରଘାଟି ଗାଁରେ। ଉଭୟ ଯୁବକ ଯୁବତୀ ଶିକାରଘାଟି ଗାଁର ହୋଇଥିବା ଜଣାଯାଇଛି।

Advertisment

ଆଜି ସକାଳେ ଯୁବକଯୁବତୀଙ୍କ ମୃତଦେହ ଗାଁ ମୁଣ୍ଡ ଆମ୍ବଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ତେବେ ଯୁବକଯୁବତୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି କାରଣ ସ୍ପଷ୍ଟ ହୋଇନାହିଁ। ଉଭୟ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Deadbody Mayurbhanj
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe