ରାଉରକେଲା ନିଟ୍ ହେଲଥ୍ ସେଣ୍ଟରରେ କାର୍ଯ୍ୟରତ ଡାକ୍ତର ସନ୍ତୋଷ ହୁଗାର (୨୮)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କ୍ୱାର୍ଟର୍ସରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଡାକ୍ତରଙ୍କ ଘର କର୍ଣ୍ଣାଟକର ବିଜୟପୁରରେ ବୋଲି ଜଣାପଡ଼ିଛି।
ମୃତଦେହ ନିକଟରୁ ସୁଇସାଇଡ ନୋଟ ମଧ୍ୟ ଜବତ କରିଛି ପୁଲିସ। ସେଥିରେ ବ୍ୟକ୍ତିଗତ କାରଣରୁ ଆତ୍ମହତ୍ୟା କରିଥିବା ଲେଖା ହୋଇଛି। ତେବେ ସେହି ସୁଇସାଇଡ ନୋଟ୍ ସେ ଲେଖିଛନ୍ତି କି ନାହିଁ, ତାହା ତଦନ୍ତ ପରେ ପୁଲିସ ସ୍ପଷ୍ଟ କରିବ।
Also Read
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।