Advertisment

ନିଟ୍ ହେଲଥ୍ ସେଣ୍ଟରରେ କାର୍ଯ୍ୟରତ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୃତ ଡାକ୍ତରଙ୍କୁ ମାତ୍ର ୨୮ ବର୍ଷ ହୋଇଥିଲା।

Doctor

Doctor

Advertisment

ରାଉରକେଲା ନିଟ୍ ହେଲଥ୍ ସେଣ୍ଟରରେ କାର୍ଯ୍ୟରତ ଡାକ୍ତର ସନ୍ତୋଷ ହୁଗାର (୨୮)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କ୍ୱାର୍ଟର୍ସରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଡାକ୍ତରଙ୍କ ଘର କର୍ଣ୍ଣାଟକର ବିଜୟପୁରରେ ବୋଲି ଜଣାପଡ଼ିଛି।

Advertisment

ମୃତଦେହ ନିକଟରୁ ସୁଇସାଇଡ ନୋଟ ମଧ୍ୟ ଜବତ କରିଛି ପୁଲିସ। ସେଥିରେ ବ୍ୟକ୍ତିଗତ କାରଣରୁ ଆତ୍ମହତ୍ୟା କରିଥିବା ଲେଖା ହୋଇଛି। ତେବେ ସେହି ସୁଇସାଇଡ ନୋଟ୍ ସେ ଲେଖିଛନ୍ତି କି ନାହିଁ, ତାହା ତଦନ୍ତ ପରେ ପୁଲିସ ସ୍ପଷ୍ଟ କରିବ।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି

Rourkela NIT Doctor Suicide
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe