ହିଂସାର ପଥ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହୋଇଛନ୍ତି ଜଣେ ହାର୍ଡକୋର୍ ନକ୍ସଲ। ଛତିଶଗଡ଼ କ୍ୟାଡରର ନକ୍ସଲ ସୋମନାଥ ଅଚେଲା ବଲାଙ୍ଗିର ପୁଲିସ୍ ପାଖରେ ଆତ୍ମସର୍ମପଣ କରିଛନ୍ତି। ସୋମନାଥଙ୍କ ଘର ଛତିଶଗଡ଼ର କାଙ୍କେର ଅଞ୍ଚଳରେ। ମାଓ ସଂଗଠନରେ ତାଙ୍କ ନାଁ ମହେଶ ଥିଲା।
ଗତ ୧୪ ବର୍ଷ ଧରି ସୋମନାଥ ମାଓ କମାଣ୍ଡର ଭାବରେ କାମ କରୁଥିଲା। ଓଡ଼ିଶା ଏବଂ ଛତିଶଗଡ଼ରେ ଏକାଧିକ ନକ୍ସଲ ଗତିବିଧିରେ ସାମିଲ ଥିଲେ ସୋମନାଥ।ରାଜ୍ୟ ସରକାରଙ୍କ ଆତ୍ମସାମର୍ପଣ ଥଇଥାନ ନୀତି ଅନୁସାରେ ତାଙ୍କୁ ଥଇଥାନ୍ କରାଯିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତକାଲି ଦୁଇ ଜଣ ୨ ହାର୍ଡକୋର୍ ନକ୍ସଲ ମାଲକାନଗିରି ଏସ୍ପିଙ୍କ କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।