Advertisment

ଆତଙ୍କବାଦୀଙ୍କ ପାଇଁ ସୁରକ୍ଷିତ ସ୍ଥାନ ପାଲଟିଛି ଓଡ଼ିଶା !

ଆତଙ୍କବାଦୀଙ୍କ ପାଇଁ ସୁରକ୍ଷିତ ସ୍ଥାନ ପାଲଟିଛି କି ଓଡ଼ିଶା ? ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍‌। ଦିନେ କି ଦୁଇ ଦିନ ନୁହେଁ, ଦୀର୍ଘ ୫ ବର୍ଷ ଧରି ନିଜକୁ ଡାକ୍ତର ସଜେଇ ରହୁଥିଲା ସଇଦ ଈଶାନ ବୁଖାରୀ।

Advertisment

ଆତଙ୍କବାଦୀଙ୍କ ପାଇଁ ସୁରକ୍ଷିତ ସ୍ଥାନ ପାଲଟିଛି କି ଓଡ଼ିଶା ? ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍‌। ଦିନେ କି ଦୁଇ ଦିନ ନୁହେଁ, ଦୀର୍ଘ ୫ ବର୍ଷ ଧରି ନିଜକୁ ଡାକ୍ତର ସଜେଇ ରହୁଥିଲା ସଇଦ ଈଶାନ ବୁଖାରୀ। ଶନିବାର ଦିନ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଛି। ଏସ୍‌ଟିଏଫ୍‌ ତାକୁ ଗିରଫ କରି ତା’ର ଜନ୍ମକୁଣ୍ଡଳି ଘାଣ୍ଟୁଛି। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଇଜି ଜୟ ନାରାୟଣ ପଙ୍କଜ। କଶ୍ମୀର ଖୁପୱାଡାରେ ସଇଦ ଈଶାନ ବୁଖାରୀଙ୍କ ଘର। ସେ ବିଭିନ୍ନ ଅପରାଧୀକ କାର୍ଯ୍ୟରେ ଲିପ୍ତ ରହିଥିଲା। ପାକିସ୍ତାନୀ ଆତଙ୍କବାଦୀଙ୍କ ସହିତ ତା’ର ସମ୍ପର୍କ ରଖିଥିଲା।

Advertisment
Jajpur Terrorist Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe