ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦ୍ରାପଡ଼ା ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିରଞ୍ଜନ ଅତି।
ଲୋନ୍ କାଗଜପତ୍ରରେ ଦସ୍ତଖତ କରିବା ପାଇଁ ଏହି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପ୍ରଧାନ ଶିକ୍ଷକ ନିରଞ୍ଜନ ପତି। ଏନେଇ କର୍ମଚାରୀ ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ।
Also Read
ପୂର୍ବ ଯୋଜନା ଅନୁଯାୟୀ ଆଜି ସକାଳେ ପ୍ରଧାନ ଶିକ୍ଷକ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଏନେଇ ଭିଜିଲାନ୍ସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ନଥିବା ବେଳେ ପ୍ରଧାନଶିକ୍ଷକ ମଧ୍ୟ ଗଣମାଧ୍ୟମ ଆଗରେ ମୁହଁ ଖୋଲି ନାହାନ୍ତି। ଭିଜିଲାନ୍ସ ଅଧିକାରୀମାନେ ପ୍ରଧାନ ଶିକ୍ଷକଙ୍କୁ ପଚରାଉଚରା କରୁଥିବା ସୂଚନା ମିଳିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।