/odisha-reporter/media/post_attachments/uploadimage/library/16_9/16_9_0/IMAGE_1733457641.jpg)
Vigilance Raid
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ACF। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ACF ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ACFଙ୍କ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Advertisment
ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ଯାଞ୍ଚ କରାଯାଇଛି।
ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
