ଆଇନ ପରୀକ୍ଷା ଦେଇ ବାହାରିବା ପରେ ଅର୍ଚ୍ଚନା ନାଗଙ୍କ ପ୍ରତିକ୍ରିୟା। କହିଲେ, ଆଇନ ଉପରେ ମୋର ଭରସା ଅଛି। ନିଶ୍ଚିତ ଭାବେ ନ୍ୟାୟ ମିଳିବ। ଯେଉଁମାନେ ମୋ ପାଇଁ କଣ୍ଟା ବିଛାଇଥିଲେ, ତାହା ଫୁଲରେ ପରିଣତ ହୋଇଛି। ଆଇନ ପାଠ ପଢୁଛି, ଜେଲରେ ରହିବା ଯୋଗୁଁ ପାଠ ଅଭିଜ୍ଞତା ଆସିଲା। ତେବେ ୧୪ ମାସ ପରେ ଆଜି ଭୁବନେଶ୍ୱର ଝାରପଡ଼ା ଜେଲରୁ ଜାମିନରେ ବାହାରିଥିଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।