Advertisment

ହନିଟ୍ରାପ୍ ମାମଲା: ଅର୍ଚ୍ଚନା ନାଗଙ୍କୁ ଜାମିନ ଦେଲେ ହାଇକୋର୍ଟ

ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ଏହାକୁ ମିଶାଇ ୨ଟିରେ ଜାମିନ ମିଳିଛି। ଗୋଟିଏ ମାମଲା ବିଚାରଧୀନ ଥିବାରୁ ଏବେବି ଜେଲ୍‌ରୁ ମୁକୁଳି ପାରିବେନି ଅର୍ଚ୍ଚନା।

ଅଦ୍ୟତନ ହୋଇଛି
undefined

Archana Nag

Advertisment

ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବା ମନା।

Advertisment

ସର୍ତ୍ତ ମୁତାବକ ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ଏହାକୁ ମିଶାଇ ୨ଟିରେ ଜାମିନ ମିଳିଛି। ଗୋଟିଏ ମାମଲା ବିଚାରଧୀନ ଥିବାରୁ ଏବେବି ଜେଲ୍‌ରୁ ମୁକୁଳି ପାରିବେନି ଅର୍ଚ୍ଚନା।

ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ଦେଇଥିଲେ ହାଇକୋର୍ଟ। ଏବେ କେବଳ ଇଡି ମାମଲାରେ ଜାମିନ ପାଇନାହାନ୍ତି ଅର୍ଚ୍ଚନା। ଇଡ଼ି ମାମଲାରେ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁଙ୍କ ନାଁ ରହିଛି। ଆସନ୍ତା ୯ ତାରିଖରେ ଜଗବନ୍ଧୁଙ୍କ ଜାମିନ ନେଇ ଶୁଣାଣି ହେବାକୁ ଥିବା ବେଳେ ପରବର୍ତ୍ତୀ ୧୬ ତାରିଖରେ ଏହି ମାମଲାର ଶୁଣାଣି ହେବାର ତାରିଖ ଧାର୍ଯ୍ୟ ହୋଇଛି।

Advertisment
Cuttack Archana Nag High Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe