Advertisment

ରାଜଧାନୀ ଭୁବନେଶ୍ୱରରୁ ୩ କୁଇଣ୍ଟାଲ ଗଞ୍ଜେଇ ଜବତ

ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପାଖାପାଖି ୩୦ ଲକ୍ଷ ଟଙ୍କା ହେବ।

Advertisment

ରାଜଧାନୀରେ ୩ ଶହ କେଜି ଗଞ୍ଜେଇ ଜବତ ହୋଇଛି। ପିତାପଲ୍ଲୀରୁ ପାହାଳ ଭିତରେ ୩ ଅପରାଧୀଙ୍କୁ ଗୋଡ଼ାଇ ଗୋଡ଼ାଇ କାବୁ କଲା ସ୍ପେଶାଲ କ୍ରାଇମ ୟୁନିଟ। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପାଖାପାଖି ୩୦ ଲକ୍ଷ ଟଙ୍କା ହେବ। ସମସ୍ତ ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ଝାଡ଼ଖଣ୍ଡର ବୋଲି ଯଣାପଡ଼ିଛି। 

Advertisment
Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe