Advertisment

ସ୍ତ୍ରୀଙ୍କୁ ପିଟି ପିଟି ମାରିଦେଲେ ସ୍ୱାମୀ

ମାତାଲ୍‌ ସ୍ତ୍ରୀଙ୍କୁ ପିଟି ପିଟି ମାରିଦେଲେ ସ୍ୱାମୀ! ଆଉ ମୃତଦେହକୁ ଘରେ ପୂରାଇ ରଖିଥିଲେ।

Advertisment

ନିଶା ଉଜାଡ଼ି ଦିଏ ଘର, ଦ୍ୱାର ଓ ପରିବାର। ଏ କଥା ଆମେ ଶୁଣିଛୁ। ହେଲେ ବାସ୍ତବରେ ଏମିତି ଏକ ଘଟଣା ରାଜଧାନୀ ଭୁବନେଶ୍ୱର ଛାତି ଉପରେ ଘଟିଛି। ମାତାଲ୍‌ ସ୍ତ୍ରୀଙ୍କୁ ପିଟି ପିଟି ମାରିଦେଲେ ମାତାଲ୍‌ ସ୍ୱାମୀ! ଆଉ ମୃତଦେହକୁ ଘରେ ପୂରାଇ ରଖିଥିଲେ। ଦିନେ କି ଦୁଇ ଦିନ ନୁହେଁ, ୩ ଦିନଧରି ସ୍ତ୍ରୀ ମୃତଦେହ ସହିତ ରହିଥିଲେ ସ୍ୱାମୀ। ଘରୁ ଦୁର୍ଗନ୍ଧ ବାହାରିବାରୁ କମିଶନରେଟ୍‌ ପୁଲିସ୍‌ ମୃତଦେହ ଉଦ୍ଧାର କରିବା ସହିତ ସ୍ୱାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe