ବିଜେଡିର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଖାସ୍ ଅନୁଗତ ତଥା ବିଜେଡି ନେତା ସୁବ୍ରତ କୁମାର ଛାଟୋଇଙ୍କ କୋଚିଂ ସେଣ୍ଟର ଉପରେ ଆଜି ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଛାଟୋଇଙ୍କ କୋଚିଂ ସେଣ୍ଟର, ଭୁବନେଶ୍ୱର ସ୍ଥିତ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବା ସୂଚନା ରହିଛି। ଏହାସହ ଯାଜପୁରରେ ବି ସୁବ୍ରତଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଆୟକର ପକ୍ଷରୁ ଚଢ଼ାଉ କରାଯାଇଛି। ଆଜି ଭୋର ୪ଟାରୁ ଏହି ଚଢ଼ାଉ ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।