କଟକ: ଇଚ୍ଛାଧୀନ କୋଟାରେ ଏକାଧିକ ପ୍ଲଟ ଓ ଫ୍ଲ।ଟ୍ ଆବଣ୍ଟନ ମାମଲାରେ ଏଯାଏଁ ୨୩ ଜଣଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିଛି ଭିଜିଲାନ୍ସ। ଏଥିମଧ୍ୟରୁ ବିଡିଏରୁ ପ୍ଲଟ୍ ଓ ଫ୍ଲାଟ୍ ନେବା ମାମଲାରେ ୧୬ ଜଣ ଓ ସିଡିଏରୁ ପ୍ଲଟ୍ ନେବା ମାମଲାରେ ୭ ଜଣଙ୍କ ବିରୋଧରେ କେଶ୍ ରୁଜୁ ହୋଇଛି। ୨୩ ଜଣଙ୍କ ମଧ୍ୟରୁ ୫ ଜଣ ଇଚ୍ଛାଧୀନ କୋଟାରେ ମିଥ୍ୟା ସତ୍ୟପାଠ ଦାଖଲ କରି ପ୍ଲଟ କିମ୍ୱା ଫ୍ଲାଟ୍ ନେଇଥିବା ବେଳେ ଏ ସବୁ ମାମଲାରେ ସଂପୃକ୍ତ ଥିବା ବିଡିଏର ୧୨ ଓ ସିଡିଏର ୬ ଜଣଙ୍କ ବିରୋଧରେ କେଶ୍ ଦାୟର କରାଯାଇଛି।
ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ଏହି ମାମଲାରେ ସୋ କଜ୍ ନୋଟିସର ଉତ୍ତର ରଖିଥିବା ଲୋକଙ୍କ ପକ୍ଷ ଶୁଣିବା ପାଇଁ ବିଡିଏ, ସିଡିଏ ଓ ହାଉସିଂ ବୋର୍ଡରେ ଓଏସଡି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଯନ୍ତ୍ରିକ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ! ଅଧ୍ୟାପକ ଅଟକ
ଛାତ୍ରୀଙ୍କୁ ଏକୁଟିଆ ପାଇଁ ଅଧ୍ୟାପକ ଜଣକ ଦୁର୍ବ୍ୟବହାର କରିଥିଲେ। ତାଙ୍କ ଶରୀରରେ ହାତ ମାରିଥିଲେ। ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ସିପ୍ରା ତାଙ୍କଠାରୁ ଦୌଡ଼ି ପଳାଇ ଆସିଥିଲେ।
Crime
ପ୍ରେମ ପକ୍ଷୀଙ୍କୁ ବିଷ ପିଆଇଲେ, ତଣ୍ଟି ଚିପି ମାରିଦେଲେ ଝିଅ ଘର ଲୋକ
ଯେଉଁ ପରିବାରକୁ ପ୍ରେମ ପକ୍ଷୀ ଏତେ ଭଲ ପାଉଥିଲେ, ଶେଷରେ ସେଇମାନେ ହିଁ ଉଭୟଙ୍କ ଜୀବନ ନେଇ ଗଲେ। ପ୍ରେମ ପକ୍ଷୀଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରି ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟ କରିଛନ୍ତି ଝିଅ ଘର ଲୋକ।
Crime
ଥାନାଠାରୁ ପ୍ରାୟ ୧୦୦ ମିଟର ଦୂରରେ ଯୁବତୀଙ୍କୁ ଛୁରା ମାଡ଼
ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ହେବ। ଚୌଧୁରୀ ବଜାର ଅଞ୍ଚଳର ଯୁବତୀ ପୁରୀ ଘାଟ ଥାନାଠାରୁ ଅଳ୍ପ ଦୂର ମାଣିକ ବଜାରରେ ଛିଡ଼ା ହୋଇଥିଲେ। ଠିକ୍ ସେତିକି ବେଳେ ଜଣେ ଯୁବକ ଆସି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ।
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।