ଶାସକ ବିଜୁ ଜନତା ଦଳର ଅନେକ ନେତା ଏବେ ଭୋଟ ପୂର୍ବରୁ ନୋଟ ବର୍ଷାରେ ସାମିଲ ହୋଇଥିବା ଦେଖାଯାଉଛି। ସୋମବାର ସନ୍ଧ୍ୟାରେ ବିଜେଡିର ଜଣେ ରାଜ୍ୟସ୍ତରୀୟ ପ୍ରଭାବଶାଳୀ ନେତାଙ୍କ ସରକାରୀ କ୍ବାର୍ଟର୍ସରେ ଆୟକର ବିଭାଗ ରେଡ କଲାବେଳେ କାରରୁ ପ୍ରାୟ 5 କୋଟି ଟଙ୍କା ମିଳିଥିବା ଆୟକର ବିଭାଗ ସୂତ୍ରରୁ ସୂଚନା ମିଳିଛି। ଆୟକର ବିଭାଗ ଏ ନେଇ ସରାକରୀ ଭାବେ କୌଣସି ବିବୃତି ଦେଇନଥିଲେ ସୁଦ୍ଧା ଗାଡ଼ିରେ ଥିବା ଡ୍ରାଇଭରଙ୍କୁ ଅଟକ ରଖି ପଚରା ଉଚରା କରାଯାଉଥିବା ସୂଚନା ମିଳିଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।