ଭେଣ୍ଡିଆ ପାଉଛନ୍ତି ବାର୍ଦ୍ଧକ୍ୟ ଭତ୍ତା

ଏଭଳି ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଅର୍ଗଳ ପଞ୍ଚାୟତରୁ ।

Manoj Swain
  • Published: Wednesday, 11 September 2024
  • Updated: 11 September 2024, 04:45 PM IST

କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ଅନ୍ତର୍ଗତ ଅର୍ଗଳ ପଞ୍ଚାୟତରେ ବାର୍ଦ୍ଧକ୍ୟ ଭତ୍ତା ଚୟନରେ ବଡ଼ଧରଣ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ହଜାରେ ଟଙ୍କା ପାଇଁ ବୁଢ଼ା ହୋଇଗଲେ ୨୦୦ ଟୋକା । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos