ବ୍ରହ୍ମପୁର: ବ୍ରହ୍ମପୁର ବିଏନପୁର ଥାନା ଅନ୍ତର୍ଗତ ଲାଞ୍ଜିପଲ୍ଲୀ ଚନ୍ଦନ ନଗରରେ ଜଣକ ଘରେ ଆଇପିଏଲ୍ ପାଇଁ ବେଟିଂ ଚାଲିଥିବା ବେଳେ ପୋଲିସ୍ ସେଠାରେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ୧୧ଲକ୍ଷ ୧୮ ହଜାର ୮୦ ଟଙ୍କା ଜବତ କରିଛନ୍ତି। ୧୦ଟି ମୋବାଇଲ୍ ଓ ଗୋଟିଏ ଲାପଟପ୍ ମଧ୍ୟ ଜବତ କରାଯାଇଛି।
ଗିରଫ ଦ୍ୱୟ ହେଲେ ବ୍ରହ୍ମପୁର ବିଦ୍ୟୁତପୁର କଲୋନୀର କ୍ଷୀରୋଦ କୁମାର ଗୌଡ଼ ଓ ନୀଳାଚଳ ନଗରର ଅମ୍ୱିକା ପ୍ରସାଦ ପାଢ଼ୀ। ବେଟିଂ ଘଟଣାକୁ କ୍ଷୀରୋଦ ସ୍ୱୀକାର କରିବା ସହ ଏଥିରେ ଆହୁରି ୧୦ ରୁ ୧୫ ଜଣ ସଂପୃକ୍ତ ଥିବା କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।