ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ

ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।

police Van PhotoOR

ପୁଲିସ ଗାଡ଼ି ଭାଙ୍ଗିଦେଲେ ବାଲି ମାଫିଆ

Tapaswini Nayak
  • Published: Wednesday, 18 December 2024
  • Updated: 18 December 2024, 12:59 PM IST

Sports

Latest News

ଥମୁନି ବାଲି ମାଫିଆଙ୍କୁ ଗୁଣ୍ଡାରାଜ। ଚଢ଼ାଉ ପାଇଁ ଯାଇଥିବା ବେଳେ ଆଇଆଇସିଙ୍କୁ ମାଡ଼ ମାରିଲେ, ପୁଲିସ ଗାଡ଼ି ଭାଙ୍ଗିଲେ ମଦ ମାଫିଆ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଧିକାରୀ ପ୍ରକାଶ ରଥଙ୍କୁ ମଦ ମାଫିଆ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଆଇଆଇସିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରଯାଇଛି। ତାଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।

କପ୍ତିପଦା ଥାନା ଅଧିକାରୀ ପ୍ରକାଶ ରଥ ଆଜି ସକାଳେ ଡାହିସାହି ଅଞ୍ଚଳରେ ଗୋଟିଏ ଜାଗାରେ ବେଆଇନ ଭାବେ ଗଚ୍ଛିତ ରଖାଯାଇଥିବା ବାଲି ଜବତ କରିବାକୁ ଯାଇଥିଲେ। ଏହି ସମୟରେ ଆଇଆଇସି ସେଠାରେ ପହଞ୍ଚି ବାଲି କାହାର ଏବଂ କିଏ ଗଚ୍ଛିତ ରଖିଛି ବୋଲି ପଚାରିବା କ୍ଷଣି ମାଫିଆ ଏବଂ ତାଙ୍କ ସ୍ତ୍ରୀଙ୍କ ସମେତ ୫ରୁ ଅଧିକ ମହିଳା ମିଶି ଥାନା ଅଧିକାରୀଙ୍କୁ ଆକ୍ରମଣ କରିଥିଲେ।

Also Read

ଥାନା ଅଧିକାରୀଙ୍କୁ ପଥର ମାଡ଼ କରିବା ସହିତ ପୁଲିସ ଗାଡ଼ିକୁ ମଧ୍ୟ ଭଙ୍ଗାରୁଜା କରିଥିଲେ। ମାଫିଆଙ୍କ ପଥର ମାଡ଼ରେ ପୁଲିସ ଗାଡ଼ି ଭାଙ୍ଗି ଯାଇଛି। ଥାନା ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ମାଫିଆଙ୍କ ନାଁରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story