ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର ( IT) ରେଡ୍ କରାଯାଇଛି।। ଏସ୍.ଏନ୍ ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି।
ବଡ଼ବିଲରେ ଥିବା କମ୍ପାନୀ ଅଫିସ, ଭୁବନେଶ୍ୱରରେ ଥିବା ଘର ଓ କର୍ପୋରେଟ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ତେବେ ଏନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିନି।
Also Read
୬ଟି ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଆଜି ଭୋରରୁ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ଚଢ଼ାଉ ବେଳେ ନଗଦ ଟଙ୍କା ଓ ଗୁରୁତ୍ୱ ପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।