ଆଇଟି ସ୍କାନରରେ ନବ ଦାସଙ୍କ ପୁଅ ! | Odisha Reporter
Advertisment
ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏ ଆଶିଷ ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଶୁକ୍ରବାର ରାତିରେ ଆୟକର ବିଭାଗ ବିଶାଳ ଦାସଙ୍କୁ ଝାରସୁଗୁଡ଼ାର ଏକ ଘରୋଇ ହୋଟେଲକୁ ଡାକି ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲା। ତେବେ ବିଶାଳ ଦାସ ଟିକସ ଫାଙ୍କିଛନ୍ତି ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ। ଏନେଇ ବିଶାଳ ଦାସଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us