କଲ୍ୟାଣସିଂହପୁର: ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ରବିବାର ସିବିଆଇ ଏକ ଟିମ୍ ଟିକିରି ବିଦ୍ୟାଳୟରେ ୨୩ଜଣକୁ ପଚରାଉଚରା କରିଥିଲେ। ସେମାନଙ୍କ ମଧ୍ୟରେ ଥିଲେ ପୂର୍ବତନ ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ପଣ୍ତା ଓ ତାଙ୍କ ପତ୍ନୀ ହରପ୍ରିୟା ଶତପଥୀ, ପୂର୍ବତନ ଜିଲା ପରିଷଦ ସଦସ୍ୟ ବିନୋଦ ନାୟକ, ତତ୍କାଳୀନ ଆଇଆଇସି ସୁଜିତ କୁମାର ସାଏ, ଏଏସଆଇ ମୁରଲୀ ଧର ପ୍ରଧାନ ଓ ଦୁଇ ଜଣ ସାମ୍ୱାଦିକ। ସିବିଆଇ ଡିଏସପି ଏସ.କେ ପାଠକଙ୍କ ସହିତ ୪ଜଣ ସଦସ୍ୟ ରାତି ପ୍ରାୟ ୮ଟା ପର୍ଯ୍ୟନ୍ତ ଜଣଙ୍କ ପରେ ଜଣଙ୍କୁ ଜେରା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।