ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି।
ସତ୍ୟପ୍ରକାଶଙ୍କ କେନ୍ଦୁଝର ଅଫିସ୍, ବାସଭବନ, ଭଦ୍ରକ ପୈତୃକ ଘର, ଭୁବନେଶ୍ୱର ଲକ୍ଷ୍ମୀ ସାଗର ସ୍ଥିତ ନିଜ ଘର ଓ ଶ୍ୱଶୁର ଘର, ଜାଗମରା ସ୍ଥିତ ଘର ସମେତ ୭ଟି ସ୍ଥାନରେ ଚଢାଉ କରାଯାଇଛି।
Also Read
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇ ଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ଚଢ଼ାଉ ଜାରି ରହିଛି ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।