ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନାର ଏକ ଜମି ହଡ଼ପ ମାମଲାରେ ବ୍ରହ୍ମପୁର ପୋଲିସ ବିଲ୍ଡର ଟୁଲୁ ମଙ୍ଗରାଜ ଓ ସଞ୍ଜୟ ପାଣିଗ୍ରାହୀଙ୍କୁ ଭୁବନେଶ୍ୱରରୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ନିମଖଣ୍ଡି ମୌଜାରେ ଥିବା ରାଧାଶ୍ୟାମ ମଠର ପ୍ରାୟ ୫ ଏକର ଜମି ଜୋର୍ ଜବରଦସ୍ତ ନେଇ ଯାଇଥିବାର ଅଭିଯୋଗ କରି ମଠର ଟ୍ରଷ୍ଟି ବିପିନ ବିହାରୀ ଦାସ ସଦର ଥାନାରେ ରମେଶ ଜେନା, ଆର. ମୁରଲୀ ମୋହନ, ଅରକ୍ଷିତ ଜେନା, ଟୁଲୁ ମଙ୍ଗରାଜ ଓ ସଞ୍ଜୟ ପାଣିଗ୍ରାହୀଙ୍କ ନାମରେ ଅଭିଯୋଗ କରିଥିଲେ। ଅନ୍ୟ ମାମଲାରେ ପୂର୍ବରୁ ତିନିଜଣ ଗିରଫ ହୋଇଥିବା ବେଳେ ଏହି ଦୁଇ ଜଣଙ୍କୁ ଏହି ମାମଲାରେ ଆଜି ପୋଲିସ୍ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।