ଝାରସୁଗୁଡ଼ା: ଝାରସୁଗୁଡ଼ା ଥାନା ପୋଲିସ୍ ଆଜି ୫୨ଟି ଚୋରି ବାଇକ୍ ଜବତ କରିଛି। ଏହି ଘଟଣାରେ ୧୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଗତକାଲି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ସଞ୍ଜୟ କେଶରୀ ଓ ସବଡେଗାର କୃପାନିଧି ମହାନନ୍ଦିଆ ଚୋରି ବାଇକ୍ ବିକ୍ରି କରୁଥିଲେ। ଏ ସମ୍ପର୍କରେ ପୋଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଗିରଫ କରିଥିଲା। ସେମାନଙ୍କ ବୟାନକୁ ଆଧାର କରି ପୋଲିସ୍ ଆଜି ବାଇକ୍ ଚୋରି ରାକେଟ୍ ଅନ୍ୟ ୧୦ଜଣଙ୍କୁ ଗିରଫ କରିବା ସହିତ ୫୨ଟି ଚୋରି ବାଇକ ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।