ଝାରସୁଗୁଡ଼ା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ଘର ସମେତ ଆଠଟି ସ୍ଥାନରେ  ଏକାକାଳୀନ ଭିଜିଲାନ୍ସ  ଚଢ଼ାଉ କରିଛି।  ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।