ଝାରସୁଗୁଡ଼ା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ଘର ସମେତ ଆଠଟି ସ୍ଥାନରେ  ଏକାକାଳୀନ ଭିଜିଲାନ୍ସ  ଚଢ଼ାଉ କରିଛି।  ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।

vigilance

vigilance

Rakesh Mallick
  • Published: Saturday, 09 July 2016
  • Updated: 09 July 2016, 11:49 AM IST

Sports

Latest News

ଝାରସୁଗୁଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ଘର ସମେତ ଆଠଟି ସ୍ଥାନରେ  ଏକାକାଳୀନ ଭିଜିଲାନ୍ସ  ଚଢ଼ାଉ କରିଛି।  ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos