ଲାଞ୍ଚ ନେବା ଜେଇଙ୍କୁ ପଡ଼ିଲା ମହଙ୍ଗା। ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଜେଇ ଅଶୋକ ପାଢ଼ୀ। ଭିଜିଲାନ୍ସ ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି।
ଏକ ବିଲ୍ ପାସ କରିବା ପାଇଁ ଅଶୋକ ଠିକାଦାରଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ। ଠିକାଦର ଜଣଙ୍କ ଏନେଇ ଭିଜିଲାନ୍ସଙ୍କୁ ଅବଗତ କରାଇଥିଲେ। ଆଜି ସକାଳେ ଜେଇ ନିଜ ଅଫିସରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ି ଯାଇଥିଲେ।
Also Read
ଭିଜିଲାନ୍ସ ତାଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କ ଘରେ ଚଢ଼ାଉ କରିଛି। ଭିଜିଲାନ୍ସ ଅଶୋକଙ୍କ ଘର ସମେତ ପୈତୃକ ଘର, ଅଫିସରେ ଚଢ଼ାଉ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଠାକୁରାଣୀଙ୍କ ମନ୍ଦିରରୁ ଚୋରି; ନେଇଗଲେ ମା’ଙ୍କ ଚାନ୍ଦି ମୁକୁଟ, ହାର ଓ ସୁନା ଆଖି
ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି।
Crime
ଷ୍ଟେସନାରୀ ଦୋକାନରେ ପଶିଲେ; ଦୋକାନୀକୁ ହାଣିଲେ
ରାଜନୈତିକ ଶତ୍ରୁତା ପାଇଁ ଏହି ଆକ୍ରମଣ ହୋଇଥିବା ସୁଶାନ୍ତ ସ୍ତ୍ରୀ ଅଭିଯୋଗ କରିଛନ୍ତି।
Crime
ଅସୁରକ୍ଷିତ ରାଜଧାନୀ, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ୩ ଦୁର୍ବୃତ୍ତ ବାଇକ୍ରେ ଆସି ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ।
Crime
ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା
କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ମହେନ୍ଦ୍ରଙ୍କୁ ନିସ୍ତୁକ ମାଡ଼ ମାରିବା ସହ ସ୍ତ୍ରୀକୁ ହତ୍ୟା କଲେ ତାର କାରଣ ଜଣାପଡ଼ି ନାହିଁ।
Crime
ଏସ୍ସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ
ଏମ୍ବିବିଏସ୍ ଶେଷ ବର୍ଷ ଛାତ୍ରଙ୍କ ବିରୋଧରେ ରାଗିଂ ଅଭିଯୋଗ ଆଣିଲେ ପ୍ରଥମ ବର୍ଷ ଛାତ୍ର। ଅଭିଯୋଗକାରୀ ଛାତ୍ର ଦେଇଥିବା ତଥ୍ୟ ଆଧାରରେ ଯାଞ୍ଚ ଆରମ୍ଭ କଲା ଏସ୍ସିବି ଆଣ୍ଟି ରାଗିଂ କମିଟି।