ଝାରସୁଗୁଡ଼ା: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବନହରପାଲି ଥାନା ଅନ୍ତର୍ଗତ ଏମ୍‌ସିଏଲ୍‌ର ସିଡବ୍ୟୁସି କଲୋନୀ ନିକଟରେ ଥିବା ନାଳରୁ ଆଜି ସକାଳେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନାଳରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ।

ପୋଲିସ୍‌ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।