ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକରେ ଅବସ୍ଥାପିତ ରହିଥିବା କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ପଟେଲଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଲଖନପୁର ବ୍ଲକ୍ କାର୍ଯ୍ୟାଳୟ, ଝାରସୁଗୁଡାସ୍ଥିତ ପାହାଡିମନ୍ଦିର ତିନି ମହଳା କୋଠା, ଜମନକିରା ସ୍ଥିତ ତାଙ୍କ ଶ୍ୱଶୁର ଘର ଓ ଅନ୍ୟ ୨ଟି ସ୍ଥାନରେ ଅଧିକାରୀମାନେ ଚଢାଉ କରିଥିଲେ। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତଦନ୍ତ ଚାଲିଥିବା ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Crime
ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା!
ଉତ୍ତର ପ୍ରଦେଶ ଉପନିର୍ବାଚନରେ ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା। ପରିବାରର ଅଭିଯୋଗକ୍ରମେ ସମାଜବାଦୀ ପାର୍ଟି ସମର୍ଥକଙ୍କୁ ଗିରଫ କଲା ପୁଲିସ।
Crime
ବାହାଘର ପ୍ରସ୍ତାବକୁ ମନା କଲେ ଗୁରୁମା, ସ୍କୁଲରେ ପଶି ତଣ୍ଟି କାଟିଦେଲା ପାଗଳ ପ୍ରେମୀ
ଘର ଲୋକଙ୍କ ଦ୍ୱାରା ଗୁରୁମାଙ୍କ ପାଖକୁ ବାହାଘର ପ୍ରସ୍ତାବ ଆସିଥିଲେ ହେଁ ସେ ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ। ବାସ୍ ଏଥିରେ ରାଗି ଯାଇ ପାଗଳ ପ୍ରେମିକ ଜଣକ ସ୍କୁଲରେ ପଶି ଗୁରୁମାଙ୍କ ତଣ୍ଟି କାଟି ହତ୍ୟା କରିଛି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।