ପୋଖରାସାଲେ ଗାଁ ହତ୍ୟାକାଣ୍ଡ ମାମଲା: ୨ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ପୋଖରାସାଲେ ଗାଁରେ ୨୦୧୨ ମେ’ ୩ ତାରିଖରେ ହୋଇଥିବା ଏକ ହତ୍ୟାକାଣ୍ଡ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଆଜି ଅତିରିକ୍ତ ଜିଲ୍ ଦୌରା ଜଜ୍ ଆଜୀବନ କାରାଦଣ୍ତାଦେଶ ଶୁଣାଇଛନ୍ତି। ପୋଖରାସାଲେର ହରେନ୍ଦ୍ର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସେହି ଗ୍ରାମର ୫ଜଣ ବ୍ୟକ୍ତି ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ପରେ ତାଙ୍କୁ କଟକ ଓ ଅନ୍ୟ ଏକ […]

jharsuguda1

jharsuguda1

Rakesh Mallick
  • Published: Friday, 20 May 2016
  • Updated: 20 May 2016, 01:53 PM IST

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ପୋଖରାସାଲେ ଗାଁରେ ୨୦୧୨ ମେ’ ୩ ତାରିଖରେ ହୋଇଥିବା ଏକ ହତ୍ୟାକାଣ୍ଡ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଆଜି ଅତିରିକ୍ତ ଜିଲ୍ ଦୌରା ଜଜ୍ ଆଜୀବନ କାରାଦଣ୍ତାଦେଶ ଶୁଣାଇଛନ୍ତି।

ପୋଖରାସାଲେର ହରେନ୍ଦ୍ର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସେହି ଗ୍ରାମର ୫ଜଣ ବ୍ୟକ୍ତି ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ପରେ ତାଙ୍କୁ କଟକ ଓ ଅନ୍ୟ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ସେ ପ୍ରାଣ ହରାଇଥିଲେ।   ଏହି ଘଟଣାରେ ପୋଲିସ୍ ୫ଜଣଙ୍କୁ ଗିରଫ କରିଥିଲା। ୩ଜଣ ନିର୍ଦ୍ଦୋଷରେ ଖଲାସ ହୋଇଥିବା ବେଳେ  ୨ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story