ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ପୋଖରାସାଲେ ଗାଁରେ ୨୦୧୨ ମେ’ ୩ ତାରିଖରେ ହୋଇଥିବା ଏକ ହତ୍ୟାକାଣ୍ଡ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଆଜି ଅତିରିକ୍ତ ଜିଲ୍ ଦୌରା ଜଜ୍ ଆଜୀବନ କାରାଦଣ୍ତାଦେଶ ଶୁଣାଇଛନ୍ତି।
ପୋଖରାସାଲେର ହରେନ୍ଦ୍ର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସେହି ଗ୍ରାମର ୫ଜଣ ବ୍ୟକ୍ତି ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ଓ ଅନ୍ୟ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ସେ ପ୍ରାଣ ହରାଇଥିଲେ। ଏହି ଘଟଣାରେ ପୋଲିସ୍ ୫ଜଣଙ୍କୁ ଗିରଫ କରିଥିଲା। ୩ଜଣ ନିର୍ଦ୍ଦୋଷରେ ଖଲାସ ହୋଇଥିବା ବେଳେ ୨ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।