ଝାରସୁଗୁଡ଼ା: ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ମୃତ, ସ୍ୱାମୀ ଫେରାର୍

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ତୁରୀପଡ଼ାରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ଲକ୍ଷ୍ମଣ ତୁରୀ କୌଣସି କଥାକୁ ନେଇ ତାଙ୍କ ସ୍ତ୍ରୀ ମମତାଙ୍କ ସହ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଲକ୍ଷ୍ମଣ ମମତାଙ୍କୁ କଟୁରୀରେ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ମମତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଲକ୍ଷ୍ମଣ  ଫେରାର୍‌ ହୋଇଯାଇଛି।  ବ୍ରଜରାଜନଗର ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

murder

Rakesh Mallick
  • Published: Saturday, 13 August 2016
  • , Updated: 13 August 2016, 01:06 PM IST

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ତୁରୀପଡ଼ାରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ଲକ୍ଷ୍ମଣ ତୁରୀ କୌଣସି କଥାକୁ ନେଇ ତାଙ୍କ ସ୍ତ୍ରୀ ମମତାଙ୍କ ସହ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଲକ୍ଷ୍ମଣ ମମତାଙ୍କୁ କଟୁରୀରେ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ମମତାଙ୍କ ମୃତ୍ୟୁ ଘଟିଥିଲା।

ଏହି ଘଟଣା ପରେ ଲକ୍ଷ୍ମଣ  ଫେରାର୍‌ ହୋଇଯାଇଛି।  ବ୍ରଜରାଜନଗର ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story