ଭୁବନେଶ୍ୱରରେ ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ମାମଲାରେ ଦିନିକିଆ ରିମାଣ୍ଡରେ ଅଭିଯୁକ୍ତ ସ୍ୱାମୀ ଶ୍ରୀଧର ଜେନା। ତାଙ୍କୁ ରିମାଣ୍ଡରେ ଆଣି ଜେରା କରିଛି ଧଉଳି ଥାନା ପୁଲିସ। ତାଙ୍କୁ ଇନ୍ଦିରା କଲୋନୀ ସ୍ଥିତ ଭଡ଼ା ଘରକୁ ନେଇ ତଦନ୍ତ କରିବା ସହ ପୁଲିସ ତଥ୍ୟ ପ୍ରମାଣ ଯୋଗାଡ଼ କରିଛି।
Also Read
ଭଡ଼ା ଘରୁ ମଧୁମିତାଙ୍କ ହାତ ଲେଖା ସୁଇସାଇଡ୍ ନୋଟ୍ ଜବତ ହୋଇଛି। ଏକ ଡାଏରୀ ବି ଜବତ କରିଛି ପୁଲିସ। ଗତ ୨୪ ତାରିଖ ରାତିରେ ଭୁବନେଶ୍ୱର ବାପୁଜୀ ନଗର ରେଳ ଧାରଣା ନିକଟରୁ ମଧୁମିତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ପରଦିନ ପୁଲିସ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରିଥିଲା। ସ୍ୱାମୀର ପରକୀୟା ସଂପର୍କରୁ ମଧୁମିତା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ୍ୟୁ ପୂର୍ବରୁ ସୋଶାଆଲ୍ ମିଡିଆରେ ମଧୁମିତା ଏକ ଭିଡିଓ ଜାରି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା!
ଉତ୍ତର ପ୍ରଦେଶ ଉପନିର୍ବାଚନରେ ବିଜେପିକୁ ସମର୍ଥନ କରିବାରୁ ଦଳିତ ଯୁବତୀଙ୍କୁ ହତ୍ୟା। ପରିବାରର ଅଭିଯୋଗକ୍ରମେ ସମାଜବାଦୀ ପାର୍ଟି ସମର୍ଥକଙ୍କୁ ଗିରଫ କଲା ପୁଲିସ।
Crime
ବାହାଘର ପ୍ରସ୍ତାବକୁ ମନା କଲେ ଗୁରୁମା, ସ୍କୁଲରେ ପଶି ତଣ୍ଟି କାଟିଦେଲା ପାଗଳ ପ୍ରେମୀ
ଘର ଲୋକଙ୍କ ଦ୍ୱାରା ଗୁରୁମାଙ୍କ ପାଖକୁ ବାହାଘର ପ୍ରସ୍ତାବ ଆସିଥିଲେ ହେଁ ସେ ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲେ। ବାସ୍ ଏଥିରେ ରାଗି ଯାଇ ପାଗଳ ପ୍ରେମିକ ଜଣକ ସ୍କୁଲରେ ପଶି ଗୁରୁମାଙ୍କ ତଣ୍ଟି କାଟି ହତ୍ୟା କରିଛି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।