ବୌଦ୍ଧ: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବୌଦ୍ଧ: ବୌଦ୍ଧ ଥାନା ବଘିଆପଡ଼ା ଗାଁର ଘରୋଇ ସ୍କୁଲ ପଛପଟୁ ଏକ ଅଜଣା ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ଯୁବକର ବେକରେ  କଟାଦାଗ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ଯୁବକର ପରିଚୟ ଏଯାଏଁ ମିଳିନାହିଁ। ବଘିଆପଡ଼ା ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।

bodha

Rakesh Mallick
  • Published: Monday, 17 October 2016
  • , Updated: 17 October 2016, 10:55 AM IST

Related story