Advertisment

ଭିଜିଲାନ୍ସ ଜାଲରେ କିରାଣି ବାବୁ

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଚଢାଉ ଚାଲିଛି...

author-image
Manoj Swain

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ବାଲେଶ୍ୱର ସ୍ଥିତ ପୈତୃକ ଘର ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି। 

Advertisment
Odisha Vigilance Raid Balasore