ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ || Junior Clerk Of Balasore DEO Office Under Vigilance Net || OR
Advertisment
ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ବାଲେଶ୍ୱର ସ୍ଥିତ ପୈତୃକ ଘର ଓ ସଂପର୍କୀୟଙ୍କ ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us