କଲ୍ୟାଣସିଂହପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରର ବଡୋଟଡ୍ଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ଅଶୋକ ପାତ୍ରଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରୁଛି। ତାଙ୍କ କଲ୍ୟାଣସିଂହପୁର ଓ ରାୟଗଡ଼ା ଘର ଏବଂ କାର୍ଯ୍ୟାଳୟରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି। ଏହାସହିତ ତାଙ୍କ ଦୁଇଟି ଦୋକାନ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଭିଜିଲାନ୍ସ ଡିଏସ୍ପି ରଞ୍ଜନ କୁମାର ଦାସ ଓ ଡିକେ ନାୟକଙ୍କ ସହ ମୋଟ ୧୦ ଜଣ ଅଧିକାରୀ ଏହି ଚଢାଉରେ ସାମିଲ୍ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।