କାମାକ୍ଷାନଗର: ଜଙ୍ଗଲରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କାମାକ୍ଷାନଗର: କାମାକ୍ଷ।ନଗରର ଥୁରାଆସନ୍ଦ ନିକଟ ଜଙ୍ଗଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକଙ୍କ ପାଖରୁ ସୂଚନା ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ୩ ଦିନ ହେଲା ନାବାଳିକା ଜଣଙ୍କ ନିଖୋଜ ଥିଲେ। ନାବାଳିକାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଦୁଷ୍କର୍ମ କରାଯିବା ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭୁବନ ଥାନା ଏସ୍‌ଡିପିଓ ସେକ୍‌ ଅବଦୁଲ କହିଛନ୍ତି,“ବ୍ୟବଚ୍ଛେଦ ପାଇଁ ମୃତଦେହ […]

kamakhyanagar

kamakhyanagar

Rakesh Mallick
  • Published: Monday, 27 February 2017
  • Updated: 27 February 2017, 03:09 PM IST

Sports

Latest News

କାମାକ୍ଷାନଗର: କାମାକ୍ଷ।ନଗରର ଥୁରାଆସନ୍ଦ ନିକଟ ଜଙ୍ଗଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକଙ୍କ ପାଖରୁ ସୂଚନା ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ୩ ଦିନ ହେଲା ନାବାଳିକା ଜଣଙ୍କ ନିଖୋଜ ଥିଲେ। ନାବାଳିକାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଦୁଷ୍କର୍ମ କରାଯିବା ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ଭୁବନ ଥାନା ଏସ୍‌ଡିପିଓ ସେକ୍‌ ଅବଦୁଲ କହିଛନ୍ତି,“ବ୍ୟବଚ୍ଛେଦ ପାଇଁ ମୃତଦେହ ପଠାଇଛୁ। ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos