କେନ୍ଦ୍ରାପଡ଼ା: ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼: କେନ୍ଦ୍ରାପଡ଼ା ଜିଲ୍ଲା ହଜାରୀ ଛକ ଦେଇ ଯାଇଥିବା ୫(କ) ନମ୍ବର ଜାତୀୟ ରାଜପଥର ଏକ ପୋଲ ତଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଗଳାରେ କଟା ଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ପୋଲ ତଳେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିବା ଆଜି ସକାଳୁ ସ୍ଥାନୀୟ […]

kendrapada

kendrapada

Rakesh Mallick
  • Published: Friday, 27 January 2017
  • Updated: 27 January 2017, 09:23 AM IST

Sports

Latest News

କେନ୍ଦ୍ରାପଡ଼: କେନ୍ଦ୍ରାପଡ଼ା ଜିଲ୍ଲା ହଜାରୀ ଛକ ଦେଇ ଯାଇଥିବା ୫(କ) ନମ୍ବର ଜାତୀୟ ରାଜପଥର ଏକ ପୋଲ ତଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଗଳାରେ କଟା ଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

ପୋଲ ତଳେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିବା ଆଜି ସକାଳୁ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story