ଏଟିଏମ୍‌ ଲୁଟ୍‌ ବେଳେ ସୁରକ୍ଷାକର୍ମୀଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଯୋଡ଼ା ସ୍ଥିତ ଆଇଡିବିଆଇ ବ୍ୟାଙ୍କ ଏଟିଏମ୍‌  ଲୁଟ୍‌ ବେଳେ ଦୁର୍ବୃତ୍ତମାନେ ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଲମ୍ବୋଧର  ମହାନ୍ତ। ତାଙ୍କୁ ପ୍ରଥମେ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଲମ୍ବୋଦରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍‌ ଲୁଟ୍‌ କରିବାକୁ ଆସିଥିବା ବେଳେ ଲମ୍ବୋଦର ବାଧା ଦେବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରା ମାଡ଼ କରିଥିଲେ।

attack

attack

Rakesh Mallick
  • Published: Thursday, 23 March 2017
  • Updated: 23 March 2017, 02:55 PM IST

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଯୋଡ଼ା ସ୍ଥିତ ଆଇଡିବିଆଇ ବ୍ୟାଙ୍କ ଏଟିଏମ୍‌  ଲୁଟ୍‌ ବେଳେ ଦୁର୍ବୃତ୍ତମାନେ ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଲମ୍ବୋଧର  ମହାନ୍ତ। ତାଙ୍କୁ ପ୍ରଥମେ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଲମ୍ବୋଦରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍‌ ଲୁଟ୍‌ କରିବାକୁ ଆସିଥିବା ବେଳେ ଲମ୍ବୋଦର ବାଧା ଦେବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରା ମାଡ଼ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story