/odisha-reporter/media/post_attachments/uploadimage/library/16_9/16_9_0/Police_SI_1752855175.jpg)
Police SI
ଖଣ୍ଡଗିରି ଥାନା ଏସ୍ଆଇ ଦେବୀ ପ୍ରସାଦ ଭୂୟାଁ ସସ୍ପେଣ୍ଡ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ବନ କଲେ ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ।
Advertisment
ଏକ NDPS ମାମଲାରେ ନିର୍ଦ୍ଧାରିତ ଦିନ ଭିତରେ ଚାର୍ଜସିଟ ଦାଖଲ ନ କରିବାରୁ ଶ୍ରୀ ଭୂୟାଁଙ୍କ ଉପରେ ନିଆଯାଇଛି ଏହି କାର୍ଯ୍ୟାନୁଷ୍ଠାନ। ଠିକ୍ ସମୟରେ ଚାର୍ଜସିଟ୍ ଦାଖଲ ନହେବାରୁ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। ଏହି ଘଟଣାର ତଦନ୍ତ କରିବା ପରେ ଶ୍ରୀ ଭୂୟାଁଙ୍କୁ ନିଲମ୍ବନ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
